ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ, ୨୪/୬: ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ ।ପବିତ୍ର ଜ୍ଯେଷ୍ଠ ପୂର୍ଣ୍ଣିମାର ମହାର୍ଘ ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଦିବ୍ୟ ଦୁର୍ଲଭ ହାତୀବେଶରେ ସଜ୍ଜିତ ହୋଇଛନ୍ତି।ଆଜି ହେଉଛି ପବିତ୍ର ଦେବସ୍ନାନ ସ୍ନାନପୂର୍ଣ୍ଣିମା । ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ନୀତି ହେଉଛି। କୋଭିଡ କଟକଣା ଭିତରେ ବିନଭକ୍ତରେ ଏହି ନୀତି ସମ୍ପର୍ଣ୍ଣ କରାଯିବ।