ଆରପାରିରେ ବରିଷ୍ଠ ସାମ୍ବାଦିକ ଜିମୂତ ମଙ୍ଗରାଜଙ୍କ

ଭୁବନେଶ୍ୱର, ୨୭/୬: ବରିଷ୍ଠ ସାମ୍ବାଦିକ ଜିମୂତ ମଙ୍ଗରାଜଙ୍କ ଆଜି ପରଲୋକ ଘଟିଛି। ଯାଆଁଳା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି। ସୂଚନା ଯୋଗ୍ୟ ଯେ ଖୋର୍ଦ୍ଧାରୁ ଭୁବନେଶ୍ବର ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା ।