୩ ଆତଙ୍କବାଦୀ ନିପାତ

ନୂଆଦିଲ୍ଲୀ, ୧୪/୭: ଜାମ୍ମୁ ଓ କାଶ୍ମୀରର ପୁଲୱାମାରେ ଆତଙ୍କବାଦୀ-ସୁରକ୍ଷା କର୍ମୀଙ୍କ ଭିତରେ ଗୁଳି ବିନିମୟ ଘଟିଥିଲା। ସୁରକ୍ଷା କର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ ମଧ୍ୟ ଗୁଳି ବିନିମୟ ଜାରି ରହିଛି । ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଲସ୍କର-ଏ-ତଏବାର କମାଣ୍ଡର ଅଜାଜ ଅରଫ ଅବୁ ହୁରାରିଆ ରହିଛି।