କର୍ଣ୍ଣାଟକର ୨୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମାଇ

ନୂଆଦିଲ୍ଲୀ, ୨୮/୭: କର୍ଣ୍ଣାଟକର ୨୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବାସବରାଜ ବୋମାଇ । ତାଙ୍କୁ ପଦ ଓ ଗୋପନୀୟତାର ସହ ଶପଥପାଠ କରାଇଛନ୍ତି ରାଜ୍ୟପାଳ । ୟେଦିୟୁରପ୍ପାଙ୍କ ମନ୍ତ୍ରିମଣ୍ଡଳରେ ଗୃହ ମନ୍ତ୍ରୀ ଥିଲେ ବାସବରାଜ । ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍.ଆର ବୋମାଇଙ୍କ ପୁଅ ବାସବରାଜ ।