ନଭେମ୍ବର ୨୦ରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର, ୪/୧୧: ନଭେମ୍ବର ୨୦ରୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ। ଡିସେମ୍ବର ୩୧ ଯାଏ ଚାଲିବ ବିଧାନସଭା ଶୀତ ଅଧିବେଶନ। ନଭେମ୍ବର ୨୦ରେ  ଅତିରିକ୍ତ ବଜେଟ ଉପସ୍ଥାପନ ହେବ ବୋଲି ସୂଚନା ମିିଳିଛି। ଶୀତ ଅଧିବେଶନରେ  ୪୦ଟି କାର୍ଯ୍ୟ ଦିବସ ରହିବ।