ଭୁବନେଶ୍ୱର, ୨୩/୮: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୪୩ ଓ ସ୍ଥାନୀୟ ଅଞ୍ଚଳରୁ ୩୧୮ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୧,୬୯୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୮୫,୩୦୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮,୯୧୭ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 22nd August
New Positive Cases: 761
Of which 0-18 years: 101
In quarantine: 443
Local contacts: 318(Details of local contacts will be shared by concerned Dist Administration)
District Wise Cases:
1. Angul: 16
2. Balasore: 52
3. Bargarh: 18— I & PR Department, Odisha (@IPR_Odisha) August 23, 2021
21. Nawarangpur: 1
22. Nayagarh: 12
23. Puri: 13
24. Rayagada: 5
25. Sambalpur: 20
26. Sonepur: 1
27. Sundargarh: 10
28. State Pool: 64New recoveries: 1078
Cumulative tested: 17544497
Positive: 1001698
Recovered: 985302
Active cases: 8917— I & PR Department, Odisha (@IPR_Odisha) August 23, 2021