ଭୁବନେଶ୍ୱର, ୨୪/୮: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୬୬ ଓ ସ୍ଥାନୀୟ ଅଞ୍ଚଳରୁ ୨୫୯ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୨,୩୨୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୮୬,୩୩୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮,୪୪୩ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 23rd August
New Positive Cases: 625
Of which 0-18 years: 80
In quarantine: 366
Local contacts: 259(Details of local contacts will be shared by concerned Dist Administration)
District Wise Cases:
1. Angul: 18
2. Balasore: 50
3. Bargarh: 6
4. Bhadrak: 8— I & PR Department, Odisha (@IPR_Odisha) August 24, 2021
21. Nayagarh: 10
22. Nuapada: 1
23. Puri: 29
24. Rayagada: 12
25. Sambalpur: 18
26. Sundargarh: 6
27. State Pool: 48New recoveries: 1032
Cumulative tested: 17598024
Positive: 1002323
Recovered: 986334
Active cases: 8443— I & PR Department, Odisha (@IPR_Odisha) August 24, 2021