ଭୁବନେଶ୍ୱର, ୩୧/୮: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୬୭ ଓ ସ୍ଥାନୀୟ ଅଞ୍ଚଳରୁ ୨୭୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୧୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୭,୭୫୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୯୨,୪୭୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭,୨୫୫ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 30th August
New Positive Cases: 638
Of which 0-18 years: 110
In quarantine: 367
Local contacts: 271(Details of local contacts will be shared by concerned Dist Administration)
District Wise Cases:
1. Angul: 16
2. Balasore: 23
3. Bargarh: 6— I & PR Department, Odisha (@IPR_Odisha) August 31, 2021
21. Nayagarh: 7
22. Nuapada: 2
23. Puri: 21
24. Rayagada: 7
25. Sambalpur: 7
26. Sundargarh: 19
27. State Pool: 57New recoveries: 843
Cumulative tested: 18069632
Positive: 1007750
Recovered: 992473
Active cases: 7255— I & PR Department, Odisha (@IPR_Odisha) August 31, 2021