ଭୁବନେଶ୍ୱର, ୫/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୬୭ ଓ ସ୍ଥାନୀୟ ଅଞ୍ଚଳରୁ ୩୩୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୩୧ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୧,୫୫୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୯୬,୩୦୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭,୧୫୮ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 4th September
New Positives Cases: 805
Of which 0-18 years: 131
In quarantine: 467
Local contacts: 338(Details of local contacts will be shared by concerned Dist Administration)
District Wise Cases:
1. Angul: 13
2. Balasore: 30
3. Bargarh: 5— I & PR Department, Odisha (@IPR_Odisha) September 5, 2021
21. Nayagarh: 10
22. Puri: 12
23. Rayagada: 2
24. Sambalpur: 21
25. Sundargarh: 16
26. State Pool: 83New recoveries: 826
Cumulative tested: 18411864
Positive: 1011558
Recovered: 996300
Active cases: 7158— I & PR Department, Odisha (@IPR_Odisha) September 5, 2021