ବିଧାନସଭାରେ ମ୍ୟୁନିସିପାଲ ଆଇନ ସଂଶୋଧନ ବିଲ୍-୨୦୨୧ ପାରିତ

ଭୁବନେଶ୍ୱର, ୭/୯: ବିଧାନସଭାରେ ମ୍ୟୁନିସିପାଲ ଆଇନ ସଂଶୋଧନ ବିଲ୍-୨୦୨୧ ପାରିତ ହୋଇଛି। ବିଲ୍ ପାରିତ ହେବା ପରେ ପୌର ନିର୍ବାଚନ ପାଇଁ ବାଟ ଫିଟିଛି। ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦% ରହିବ ।ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ । ପଛୁଆ ବର୍ଗଙ୍କ ପାଇଁ ୨୭% ଭିତରେ ସଂରକ୍ଷଣ ବ୍ୟଵସ୍ଥା ରହିବ ବୋଲି କୁୁୁହାଯାଇଛି।