ଭୁବନେଶ୍ୱର, ୧୧/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୬୮ ଓ ସ୍ଥାନୀୟ ଅଞ୍ଚଳରୁ ୨୬୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୧୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୫,୭୧୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୦,୫୪୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭,୦୨୦ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 10th September
New Positive Cases: 630
Of which 0-18 years: 116
In quarantine: 368
Local contacts: 262(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 23
3. Bargarh: 4
4. Bhadrak: 10— I & PR Department, Odisha (@IPR_Odisha) September 11, 2021
22. Mayurbhanj: 20
23. Nawarangpur: 2
24. Nayagarh: 17
25. Nuapada: 1
26. Puri: 16
27. Rayagada: 7
28. Sambalpur: 13
29. Sundargarh: 22
30. State Pool: 53New recoveries: 689
Cumulative tested: 18793997
Positive: 1015713
Recovered: 1000548
Active cases: 7020— I & PR Department, Odisha (@IPR_Odisha) September 11, 2021