ଭୁବନେଶ୍ୱର, ୧୩/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୯୭ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୬,୮୩୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୨,୧୨୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୬,୫୪୮ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 12th September
New Positive Cases: 471
Of which 0-18 years: 57
In quarantine: 274
Local contacts: 197(Details of local contacts will be shared by concerned Dist Administration)
District Wise Cases:
1. Angul: 4
2. Balasore: 26
3. Bargarh: 2
4. Bhadrak: 4— I & PR Department, Odisha (@IPR_Odisha) September 13, 2021
21. Sundargarh: 1
22. State Pool: 44New recoveries: 874
Cumulative tested: 18905077
Positive: 1016833
Recovered: 1002128
Active cases: 6548— I & PR Department, Odisha (@IPR_Odisha) September 13, 2021