ଭୁବନେଶ୍ୱର, ୧୪/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୫୨ ଓ ସ୍ଥାନୀୟ ଅଞ୍ଚଳରୁ ୧୭୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୭,୨୬୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୨,୮୧୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୬,୨୯୦ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 13th September
New Positive Cases: 428
Of which 0-18 years: 55
In quarantine: 252
Local contacts: 176(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 18
3. Bargarh: 3
4. Bhadrak: 10— I & PR Department, Odisha (@IPR_Odisha) September 14, 2021
22. Sundargarh: 6
23. State Pool: 42New recoveries: 682
Cumulative tested: 18953163
Positive: 1017261
Death other than Covid: 53
Active cases: 6290— I & PR Department, Odisha (@IPR_Odisha) September 14, 2021