ଭୁବନେଶ୍ୱର, ୧୫/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୬୫ ଓ ସ୍ଥାନୀୟ ଅଞ୍ଚଳରୁ ୧୯୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୩ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୭,୭୧୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୩,୬୦୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୯୪୮ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 14th September
New Positive Cases: 457
Of which 0-18 years: 73
In quarantine: 265
Local contacts: 192(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 28
3. Bargarh: 4
4. Bhadrak: 10— I & PR Department, Odisha (@IPR_Odisha) September 15, 2021
21. Nawarangpur: 4
22. Nayagarh: 4
23. Puri: 7
24. Rayagada: 7
25. Sambalpur: 3
26. Sundargarh: 10
27. State Pool: 47New recoveries: 793
Cumulative tested: 19005293
Positive: 1017718
Recovered: 1003603
Active cases: 5948— I & PR Department, Odisha (@IPR_Odisha) September 15, 2021