ଭୁବନେଶ୍ୱର, ୧୬/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୩୬ ଓ ସ୍ଥାନୀୟ ଅଞ୍ଚଳରୁ ୨୪୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୨୯୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୪,୧୬୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୯୬୩ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 15th September
New Positive Cases 580
Of which 0-18 years: 77
In quarantine: 336
Local contacts: 244(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 17
3. Bargarh: 8
4. Bhadrak: 7— I & PR Department, Odisha (@IPR_Odisha) September 16, 2021
22. Sundargarh: 10
23. State Pool: 59New recoveries: 561
Cumulative tested: 19066015
Positive: 1018298
Recovered: 1004164
Active cases: 5963— I & PR Department, Odisha (@IPR_Odisha) September 16, 2021