ଭୁବନେଶ୍ୱର, ୧୭/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୬୭ ଓ ସ୍ଥାନୀୟ ଅଞ୍ଚଳରୁ ୨୬୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୯୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୪,୮୪୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୯୦୬ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 16th September
New Positive Cases: 628
Of which 0-18 years: 96
In quarantine: 367
Local contacts: 261(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 22
3. Bargarh: 7
4. Bhadrak: 7— I & PR Department, Odisha (@IPR_Odisha) September 17, 2021
22. Sambalpur: 8
23. Sundargarh: 23
24. State Pool: 66New recoveries: 681
Cumulative tested: 19128253
Positive: 1018926
Recovered: 1004845
Active cases: 5906— I & PR Department, Odisha (@IPR_Odisha) September 17, 2021