ଭୁବନେଶ୍ୱର, ୧୬/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୦୧ ଓ ସ୍ଥାନୀୟ ଅଞ୍ଚଳରୁ ୨୯୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୮୩ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୯,୬୨୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୫,୫୬୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୮୭୬ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 17th September
New Positive Cases: 695
Of which 0-18 years: 83
In quarantine: 401
Local contacts: 294(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 30
3. Bhadrak: 13
4. Cuttack: 90— I & PR Department, Odisha (@IPR_Odisha) September 18, 2021
22. Rayagada: 7
23. Sambalpur: 8
24. Sonepur: 2
25. Sundargarh: 5
26. State Pool: 76New recoveries: 719
Cumulative tested: 19193765
Positive: 1019621
Recovered: 1005564
Active cases: 5876— I & PR Department, Odisha (@IPR_Odisha) September 18, 2021