ଭୁବନେଶ୍ୱର, ୨୩/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୭୫ ଓ ସ୍ଥାନୀୟ ଅଞ୍ଚଳରୁ ୨୬୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୨,୫୯୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୮,୬୭୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୭୧୩ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 22nd September
New Positive Cases: 644
Of which 0-18 years: 72
In quarantine: 375
Local contacts: 269(Details of local contacts will be shared by concerned Dist Administration)
District Wise Cases:
1. Angul: 14
2. Balasore: 34
3. Bhadrak: 7
4. Balangir: 5— I & PR Department, Odisha (@IPR_Odisha) September 23, 2021
22. Sambalpur: 10
23. Sonepur: 1
24. Sundargarh: 13
25. State Pool: 67New recoveries: 445
Cumulative tested: 19517845
Positive: 1022594
Recovered: 1008671
Active cases: 5713— I & PR Department, Odisha (@IPR_Odisha) September 23, 2021