ଭୁବନେଶ୍ୱର, ୨୪/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୧୬ ଓ ସ୍ଥାନୀୟ ଅଞ୍ଚଳରୁ ୨୨୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୩,୧୩୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୯,୦୮୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୮୨୯ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 23rd September
New Positive Cases: 539
Of which 0-18 years: 77
In quarantine: 316
Local contacts: 223(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 23
3. Bargarh: 2
4. Bhadrak: 12— I & PR Department, Odisha (@IPR_Odisha) September 24, 2021
22. Rayagada: 2
23. Sambalpur: 12
24. Sonepur: 5
25. Sundargarh: 5
26. State Pool: 60New recoveries: 417
Cumulative tested: 19586663
Positive: 1023133
Recovered: 1009088
Active cases: 5829— I & PR Department, Odisha (@IPR_Odisha) September 24, 2021