ଭୁବନେଶ୍ୱର,୫/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୬୫ ଓ ସ୍ଥାନୀୟ ଅଞ୍ଚଳରୁ ୧୮୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୩ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୮,୮୧୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୧୫,୬୦୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୯୩୫ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 4th October
New Positive Cases: 453
Of which 0-18 years: 53
In quarantine: 265
Local contacts: 188(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 17
3. Bargarh: 1
4. Bhadrak: 4— I & PR Department, Odisha (@IPR_Odisha) October 5, 2021
22. Sambalpur: 18
23. Sundargarh: 6
24. State Pool: 45New recoveries: 590
Cumulative tested: 20295168
Positive: 1028819
Recovered: 1015608
Active cases: 4935— I & PR Department, Odisha (@IPR_Odisha) October 5, 2021