ଭୁବନେଶ୍ୱର,୧୭/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୫୮ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୫,୦୭୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୨୧,୭୪୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୯୯୭ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 16th October
New Positive Cases: 443
Of which 0-18 years: 75
In quarantine: 258
Local contacts: 185(Details of local contacts will be shared by concerned Dist Administration)
1. Angul: 1
2. Balasore: 14
3. Bargarh: 2
4. Bhadrak: 5
5. Balangir: 3— I & PR Department, Odisha (@IPR_Odisha) October 17, 2021
New recoveries: 562
Cumulative tested: 21061157
Positive: 1035077
Recovered: 1021742
Active cases: 4997— I & PR Department, Odisha (@IPR_Odisha) October 17, 2021