ଭୁବନେଶ୍ୱର,୧୮/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୯୯ ଓ ସ୍ଥାନୀୟ ଅଞ୍ଚଳରୁ ୧୪୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୫,୪୧୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୨୨,୨୫୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୮୨୪ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 17th October
New Positive Cases: 340
Of which 0-18 years: 50
In quarantine: 199
Local contacts: 141(Details of local contacts will be shared by concerned Dist Administration)
1. Angul: 3
2. Balasore: 13
3. Bargarh: 6
4. Bhadrak: 4
5. Balangir: 1— I & PR Department, Odisha (@IPR_Odisha) October 18, 2021
New recoveries: 508
Cumulative tested: 21118450
Positive: 1035417
Recovered: 1022250
Active cases: 4824— I & PR Department, Odisha (@IPR_Odisha) October 18, 2021