ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତ

ଭୁବନେଶ୍ୱର, ୨୨/୧୦: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲ୍ଲା ବାରିପଦା ଗସ୍ତ କରିବେ। ସେଠାରେ ପହଂଚି ୧୧ଟାରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ
ମୁଖ୍ୟମନ୍ତ୍ରୀ  ।ଏହାସହ ୨୬ଟି ବ୍ଲକ ପାଇଁ ପ୍ରାୟ ୮୪ କୋଟିର ପ୍ରକଳ୍ପର ଶିଳାନ୍ୟାସ ସହ ଉଦଘାଟନ କାର୍ଯ୍ୟକ୍ରମ ରେ ଯୋଗଦେବେ। ସୁରକ୍ଷା ଦୃଷ୍ଟିରୁ ବହୁ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।