ଭୁବନେଶ୍ୱର,୨୨/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୯୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୮୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୭,୫୨୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୨୪,୪୨୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୭୪୭ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 21st October
New Positive Cases: 467
Of which 0-18 years: 86
In quarantine: 272
Local contacts: 195(Details of local contacts will be shared by concerned Dist Administration)
1. Angul: 4
2. Balasore: 16
3. Bargarh: 1
4. Bhadrak: 6
5. Balangir: 1— I & PR Department, Odisha (@IPR_Odisha) October 22, 2021
23. Sundargarh: 8
24. State Pool: 57New recoveries: 573
Cumulative tested: 21381849
Positive: 1037523
Recovered: 1024422
Active cases: 4747— I & PR Department, Odisha (@IPR_Odisha) October 22, 2021