ଭୁବନେଶ୍ୱର,୨୬/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୫୨ ଓ ସ୍ଥାନୀୟ ଅଞ୍ଚଳରୁ ୧୮୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୯,୨୬୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୨୬,୨୭୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୬୨୩ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 25th October
New Positive Cases: 433
Of which 0-18 years: 64
In quarantine: 252
Local contacts: 181(Details of local contacts will be shared by concerned District)
1. Angul: 4
2. Balasore: 8
3. Bargarh: 6
4. Bhadrak: 7
5. Balangir: 1
6. Cuttack: 36— I & PR Department, Odisha (@IPR_Odisha) October 26, 2021
22. Sonepur: 1
23. Sundargarh: 12
24. State Pool: 49New recoveries: 360
Cumulative tested: 21647068
Positive: 1039269
Recovered: 1026277
Active cases: 4623— I & PR Department, Odisha (@IPR_Odisha) October 26, 2021