ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ, ୨୭/୧୦: ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ରହିଛି। ଏହାରିମଧ୍ୟରେ ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ଧରି ଚାଲିବ ବନକଲଗି ନୀତି । ତେଣୁ ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ସର୍ବସାଧାରଣ ଦର୍ଶ ବନ୍ଦ ରହିବ ବୋଲି ସୂଚନା ମିଳିଛି।