ଭୁବନେଶ୍ୱର, ୫/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୭୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨,୯୪୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୦,୮୮୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩,୬୫୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 4th November
New positives: 170
Of which 0-18 years: 24
In quarantine: 98
Local contacts: 72(Details of local contacts will be shared by concerned District)
1. Balasore: 11
2. Bargarh: 2
3. Bhadrak: 4
4. Balangir: 3
5. Cuttack: 19
6. Deogarh: 1— I & PR Department, Odisha (@IPR_Odisha) November 5, 2021
20. Sundargarh: 5
21. State Pool: 14New recoveries: 447
Cumulative tested: 22296558
Positive: 1042943
Recovered: 1030889
Active cases: 3651— I & PR Department, Odisha (@IPR_Odisha) November 5, 2021