ଭୁବନେଶ୍ୱର, ୬/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୯ ଓ ସ୍ଥାନୀୟ ଅଞ୍ଚଳରୁ ୮୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୩ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୩,୧୫୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୧,୪୨୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩,୩୧୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 5th November
New Positive Cases: 208
Of which 0-18 years: 23
In quarantine: 119
Local contacts: 89(Details of local contacts will be shared by concerned District)
1. Balasore: 3
2. Bargarh: 1
3. Bhadrak: 1
4. Boudh: 1
5. Cuttack: 20
6. Deogarh: 1— I & PR Department, Odisha (@IPR_Odisha) November 6, 2021
21. Sundargarh: 8
22. State Pool: 23New recoveries: 536
Cumulative tested: 22348388
Positive: 1043151
Recovered: 1031425
Active cases: 3319— I & PR Department, Odisha (@IPR_Odisha) November 6, 2021