ମେଗା ଓମଫେଡ୍ ଡାଏରୀ ପ୍ଲାଣ୍ଟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦/୧୧: ଆଜି ଅତ୍ୟାଧୁନିକ ମେଗା ଓମଫେଡ୍ ଡାଏରୀ ପ୍ଲାଣ୍ଟ ଲୋକାର୍ପିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଡାଏରୀ ପ୍ଲାଣ୍ଟ ଲୋକାର୍ପିତ ହୋଇଛି। ଡାଏରୀ ପ୍ଲାଣ୍ଟ ଲୋକାର୍ପିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ  ଉଦବୋଧନ ଦେଇ କହିଛନ୍ତି ଯେ ଓମଫେଡ୍ ଡାଏରୀ ପ୍ଲାଣ୍ଟ ଲୋକାର୍ପିତ କରି ମୁଁ ବହୁତ ଖୁସି । ରାଜ୍ୟ ସରକାର ସର୍ବଦା ଚାଷୀମାନଙ୍କ ସହିତ ଅଛନ୍ତି ବୋଲି ସେ କହିଛନ୍ତି।