ଭୁବନେଶ୍ୱର, ୧୩/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୪ ଓ ସ୍ଥାନୀୟ ଅଞ୍ଚଳରୁ ୧୦୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୫,୨୦୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୩,୯୯୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୭୯୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 12th November
New Positive Cases: 247
Of which 0-18 years: 37
In quarantine: 144
Local contacts: 103(Details of local contacts will be shared by concerned District)
1. Balasore: 2
2. Bargarh: 1
3. Bhadrak: 2
4. Cuttack: 22
5. Deogarh: 7
6. Dhenkanal: 2— I & PR Department, Odisha (@IPR_Odisha) November 13, 2021
20. Sundargarh: 8
21. State Pool: 26New recoveries: 339
Cumulative tested: 22778231
Positive: 1045209
Recovered: 1033991
Active cases: 2790— I & PR Department, Odisha (@IPR_Odisha) November 13, 2021