ଭୁବନେଶ୍ୱର, ୧୪/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୫,୪୭୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୪,୩୦୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୭୪୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 13th November
New Positive Cases: 262
Of which 0-18 years: 42
In quarantine: 153
Local contacts: 109(Details of local contacts will be shared by concerned District)
1. Balasore: 12
2. Bargarh: 1
3. Bhadrak: 5
4. Cuttack: 21
5. Deogarh: 3
6. Dhenkanal: 5— I & PR Department, Odisha (@IPR_Odisha) November 14, 2021
20. Sundargarh: 6
21. State Pool: 31New recoveries: 309
Cumulative tested: 22839154
Positive: 1045471
Recovered: 1034300
Active cases: 2741— I & PR Department, Odisha (@IPR_Odisha) November 14, 2021