ଭୁବନେଶ୍ୱର, ୧୭/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୨୮ ଓ ସ୍ଥାନୀୟ ଅଞ୍ଚଳରୁ ୯୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୩ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୬,୦୮୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୪,୯୯୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୬୫୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 16th November
New Positive Cases: 226
Of which 0-18 years: 33
In quarantine: 128
Local contacts: 98(Details of local contacts will be shared by concerned District)
1. Balasore: 10
2. Bargarh: 1
3. Bhadrak: 4
4. Boudh: 1
5. Cuttack: 15
6. Deogarh: 1— I & PR Department, Odisha (@IPR_Odisha) November 17, 2021
20. Sundargarh: 11
21. State Pool: 27New recoveries: 236
Cumulative tested: 23006494
Positive: 1046088
Recovered: 1034995
Active cases: 2657— I & PR Department, Odisha (@IPR_Odisha) November 17, 2021