ପ୍ରଖ୍ୟାତ ଫିଲ୍ମ ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ପରଲୋକ

କୋଲକାତା, ୧୫/୧୧: ପ୍ରଖ୍ୟାତ ଫିଲ୍ମ ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ଆଜି ପରଲୋକ ଘଟିଛି। କୋଲକାତାର ଘରୋଇ ନର୍ସିଂ ହୋମ୍‌ ରେଚିକିତ୍ସା ଚାଲିଥିବା ବେଳେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ତାଙ୍କ ବିୟୋଗ ନେଇ ହସ୍‌ପିଟାଲ ପକ୍ଷରୁ ସୂଚନା ଦିଆଯାଇଛ। ଉଲ୍ଲେଖ ଯୋଗ୍ୟ ଯେ ଅକ୍ଟୋବର ୬ ତଟିଖରେ ସେ କଁ ରୋନ ସଂକ୍ରମିତ ହୋଇଥିଲେ।