ଭୁବନେଶ୍ୱର, ୨୩/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୨୩ ଓ ସ୍ଥାନୀୟ ଅଞ୍ଚଳରୁ ୮୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୩୮୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୬,୭୪୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୧୯୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 22nd November
New Positive Cases: 212
Of which 0-18 years: 70
In quarantine: 123
Local contacts: 89(Details of local contacts will be shared by concerned District)
1. Balasore: 3
2. Bhadrak: 1
3. Boudh: 1
4. Cuttack: 2
5. Ganjam: 2
6. Jagatsinghpur: 3— I & PR Department, Odisha (@IPR_Odisha) November 23, 2021
New recoveries: 245
Cumulative tested: 23334433
Positive: 1047386
Recovered: 1036746
Active cases: 2191— I & PR Department, Odisha (@IPR_Odisha) November 23, 2021