ଭୁବନେଶ୍ୱର, ୨୯/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୫ ଓ ସ୍ଥାନୀୟ ଅଞ୍ଚଳରୁ ୮୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୮୮୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୮,୦୮୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୩୩୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 28th November
New Positive Cases: 197
Of which 0-18 years: 25
In quarantine: 115
Local contacts: 82(Details of local contacts will be shared by concerned District)
1. Balasore: 2
2. Bargarh: 1
3. Bhadrak: 3
4. Cuttack: 6
5. Deogarh: 3
6. Dhenkanal: 4— I & PR Department, Odisha (@IPR_Odisha) November 29, 2021
New recoveries: 221
Cumulative tested: 23677774
Positive: 1048880
Recovered: 1038085
Active cases: 2333— I & PR Department, Odisha (@IPR_Odisha) November 29, 2021