ଭୁବନେଶ୍ୱର,୧/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୩୯ ଓ ସ୍ଥାନୀୟ ଅଞ୍ଚଳରୁ ୯୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୯,୩୪୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୮,୫୦୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୩୭୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 30th November
New Positive Cases: 237
Of which 0-18 years: 39
In quarantine: 139
Local contacts: 98(Details of local contacts will be shared by concerned District)
1. Balasore: 5
2. Bhadrak: 2
3. Balangir: 5
4. Boudh: 1
5. Cuttack: 19
6. Dhenkanal: 3— I & PR Department, Odisha (@IPR_Odisha) December 1, 2021
18. Sundargarh: 16
19. State Pool: 27New recoveries: 203
Cumulative tested: 23789724
Positive: 1049345
Recovered: 1038509
Active cases: 2370— I & PR Department, Odisha (@IPR_Odisha) December 1, 2021