ଭୁବନେଶ୍ୱର,୨/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୮ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୯,୫୯୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୮,୬୯୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୪୩୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 1st December
New Positive Cases: 252
Of which 0-18 years: 54
In quarantine: 148
Local contacts: 104(Details of local contacts will be shared by concerned District)
1. Balasore: 5
2. Bhadrak: 2
3. Balangir: 5
4. Boudh: 1
5. Cuttack: 19
6. Dhenkanal: 3— I & PR Department, Odisha (@IPR_Odisha) December 2, 2021
New recoveries: 186
Cumulative tested: 23847367
Positive: 1049597
Recovered: 1038695
Active cases: 2434— I & PR Department, Odisha (@IPR_Odisha) December 2, 2021