ଭୁବନେଶ୍ୱର,୫/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୨ ଓ ସ୍ଥାନୀୟ ଅଞ୍ଚଳରୁ ୪୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୩୫୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୯,୬୭୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୨୦୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 5th December
New Positive Cases: 105
Of which 0-18 years: 19
In quarantine: 62
Local contacts: 43(Details of local contacts will be shared by concerned District)
1. Angul: 3
2. Balasore: 1
3. Bargarh: 2— I & PR Department, Odisha (@IPR_Odisha) December 6, 2021
New recoveries: 212
Cumulative tested: 24074222
Positive: 1050354
Recovered: 1039673
Active cases: 2205— I & PR Department, Odisha (@IPR_Odisha) December 6, 2021