ଭୁବନେଶ୍ୱର,୯/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୫ ଓ ସ୍ଥାନୀୟ ଅଞ୍ଚଳରୁ ୮୦ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୯୫୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୦,୪୦୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୦୭୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 8th December
New Positive Cases: 195
Of which 0-18 years: 24
In quarantine: 115
Local contacts: 80(Details of local contacts will be shared by concerned District)
1. Angul: 2
2. Balasore: 2
3. Bargarh: 2
4. Balangir: 1
5. Cuttack: 11
6. Dhenkanal: 5— I & PR Department, Odisha (@IPR_Odisha) December 9, 2021
New recoveries: 264
Cumulative tested: 24241696
Positive: 1050955
Recovered: 1040403
Active cases: 2071— I & PR Department, Odisha (@IPR_Odisha) December 9, 2021