ବାୟୁସେନା ହେଲିକପ୍ଟର ଦୁର୍ଘଟଣା ପ୍ରସଙ୍ଗରେ ଲୋକସଭାରେ ବିବୃତି ରଖିଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ, ୯/୧୨: ତାମିଲନାଡ଼ୁ କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣା ପ୍ରସଙ୍ଗରେ ଲୋକସଭାରେ ବିବୃତି ରଖିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ସେ କହିଛନ୍ତି CDS ବିପିନ ରାୱତ ସୁଲୁର ଏୟାର ବେସ୍‌ରୁ ଉଡ଼ାଣ ଭରିଥିଲେ । ଅବତରଣର ୭ ମିନିଟ ପୂର୍ବରୁ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ହେଲିକପ୍ଟରରେ ଥିବା ୧୪ ଜଣଙ୍କ ମଧ୍ୟରୁ ୧୩ ଜଣଙ୍କ ମୃତ୍ୟୁ ହୋଇଛି ।