ଭୁବନେଶ୍ୱର,୧୦/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୬୮ ଓ ସ୍ଥାନୀୟ ଅଞ୍ଚଳରୁ ୧୧୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୧,୨୪୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୦,୬୨୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୧୩୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 9th December
New Positive Cases: 286
Of which 0-18 years: 40
In quarantine: 168
Local contacts: 118(Details of local contacts will be shared by concerned District)
1. Angul: 1
2. Balasore: 3
3. Cuttack: 17
4. Dhenkanal: 9
5. Ganjam: 5
6. Jagatsinghpur: 3— I & PR Department, Odisha (@IPR_Odisha) December 10, 2021
New recoveries: 217
Cumulative tested: 24300512
Positive: 1051241
Recovered: 1040620
Active cases: 2137— I & PR Department, Odisha (@IPR_Odisha) December 10, 2021