ଆସନ୍ତାକାଲିଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆୟୋଗ ଉପାଧ୍ୟକ୍ଷ

ଭୁବନେଶ୍ୱର, ୧୪/୧୨: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ହେବ । ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସହ ଆଲୋଚନା କରିବା ନେଇ ସୂଚନା ରହିଛି। ନୀତି ଆୟୋଗଙ୍କ ପାଖରେ ଅନେକ ଦାବି ରଖିବେ ରାଜ୍ୟ ସରକାର ।