ଭୁବନେଶ୍ୱର,୧୭/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୧ ଓ ସ୍ଥାନୀୟ ଅଞ୍ଚଳରୁ ୬୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୨,୪୭୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୨,୦୦୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୯୭୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 16th December
New Positives Cases: 154
Of which 0-18 years: 26
In quarantine: 91
Local contacts: 63(Details of local contacts will be shared by concerned District)
1. Bhadrak: 3
2. Balangir: 1
3. Boudh: 1
4. Cuttack: 20
5. Deogarh: 7
6. Dhenkanal: 2— I & PR Department, Odisha (@IPR_Odisha) December 17, 2021
New recoveries: 166
Cumulative tested: 24708131
Positive: 1052472
Recovered: 1042002
Active cases: 1976— I & PR Department, Odisha (@IPR_Odisha) December 17, 2021