ଭୁବନେଶ୍ୱର,୧୮/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୭ ଓ ସ୍ଥାନୀୟ ଅଞ୍ଚଳରୁ ୭୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୨,୬୪୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୨,୨୨୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୯୨୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Ganjam: 7
8. Jajpur: 3
9. Jharsuguda: 2
10. Kendrapada: 1
11. Khurda: 88
12. Mayurbhanj: 3
13. Nayagarh: 2
14. Puri: 2
15. Sambalpur:10
16. Sundargarh: 9
17. State Pool: 19New recoveries: 222
Cumulative tested: 24769208
Positive: 1052641
Recovered: 1042224
Active cases: 1922— I & PR Department, Odisha (@IPR_Odisha) December 18, 2021