ଭୁବନେଶ୍ୱର,୨୦/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୦୯ ଓ ସ୍ଥାନୀୟ ଅଞ୍ଚଳରୁ ୭୭ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୩,୦୨୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୨,୭୦୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୮୨୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 19th December
New Positive Cases: 186
Of which 0-18 years: 39
In quarantine: 109
Local contacts: 77(Details of local contacts will be shared by concerned District)
1. Angul: 3
2. Balasore: 1
3. Bargarh: 1
4. Bhadrak: 3
5. Cuttack: 18
6. Deogarh: 5— I & PR Department, Odisha (@IPR_Odisha) December 20, 2021
New recoveries: 258
Cumulative tested: 24883860
Positive: 1053020
Recovered: 1042701
Active cases: 1821— I & PR Department, Odisha (@IPR_Odisha) December 20, 2021