ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟଙ୍କ ନିର୍ଦେଶ

ଭୁବନେଶ୍ୱର, ୨୧/୧୨: ହାଇକୋର୍ଟରେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବା ମାମଲା ହୋଇଥିଲା। ରାଜ୍ୟର ବିଭିନ୍ନ RTOରେ କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟର ନିୟମିତ ହେବେ। ଏହି ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ  ଆଉଟସୋର୍ସିଂ ଜରିଆରେ ଏହି ଡାଟା ଏଣ୍ଟ୍ରି ଅପରେଟର ନିଯୁକ୍ତି ପାଇଥିଲେ।