ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ

କଟକ, ୭/୧୧: ଓଡିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା। କିଡନୀ ରୋଗରେ ପୀଡ଼ିତ ଥାଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ।