କିପରି କଟିବ ଆଜି ଆପଣଙ୍କ ଦିନ: ୨୪/୦୯/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଅବହେଳା କରିବା ଆପଣଙ୍କ ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇପାରେ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କୁ କିଛି ଆର୍ଥିକ ସମସ୍ୟାର ସାମ୍ନା କରିବାକୁ ପଡିପାରେ। ବିବାହିତ ଲୋକଙ୍କର ବୈବାହିକ ଜୀବନ ସୁଖମୟ ରହିବ। ବ୍ୟବସାୟିକ ମାମଲାରେ ବିଦେଶ ଯାତ୍ରା କରି ପାରନ୍ତି।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅବିବାହିତ ଲୋକଙ୍କ କାଇଁ ବିବାହର ପ୍ରସ୍ତାବ ଆସିପାରେ। କୌଣସି ବନ୍ଧୁଙ୍କ ସହଯୋଗରେ ଧନଲାଭ ହୋଇପାରେ। ଚାକିରି ପେଶାରେ ଥିବା ଲୋକେ ବାହାର ସ୍ଥାନକୁ ଯାତ୍ରା କରି ପାରନ୍ତି। ଆପଣଙ୍କର ସବୁ କାର୍ଯ୍ୟ ସୁରୁଖୁରୁରେ ସମାପ୍ତ ହେବ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସେୟାର ବଜାରରେ ନିବେଶ କରି ଆପଣ ଲାଭବାନ ହେବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ପରିବାର ଲୋକଙ୍କ ସହିତ ବଜାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଚାକିରି କ୍ଷେତ୍ରରେ ଉତ୍ତମ ଅବସର ପ୍ରାପ୍ତ ହେବ। ପାରିବାରିକ ସମ୍ବନ୍ଧ ସୁଦୃଢ ରହିବ। ପତିପତ୍ନୀଙ୍କ ମଧ୍ୟରେ କିଛି ମତଭେଦ ସୃଷ୍ଟି ହୋଇପାରେ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ କଠିନ ପରିଶ୍ରମ ଅନୁସାରେ ଉତ୍ତମ ଫଳ ପ୍ରାପ୍ତି ହେବ। ଜୀବନସାଥୀଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ। ଆଜି ଟଙ୍କା ଉଧାର ଦିଅନ୍ତୁ ନାହିଁ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି।ଭାଇଭଉଣୀଙ୍କ ସମ୍ପର୍କ ସୁଦୃଢ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ସେୟାର ବଜାରରେ ନିବେଶ କରି ଆପଣ ଲାଭବାନ ହେବେ।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବା। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟ ଶୈଳୀର ପ୍ରଶଂସା ହେବ। ସମସ୍ତଙ୍କ ଉପରେ ବିଶ୍ୱାସ କରନ୍ତୁ ନାହିଁ। ଜୀବନସାଥୀଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସମାଜରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। ଆର୍ଥିକ ଲାଭ ପ୍ରାପ୍ତ ହେବା ବା ନୂତନ ବାହନ କ୍ରୟ କରି ପାରନ୍ତି। କୌଣସି ବିବାଦରେ ସାମିଲ ହୁଅନ୍ତୁ ନାହିଁ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଫିସ ଓ ପରିବାର ମଧ୍ୟରେ ଆପଣ ଉତ୍ତମ ସନ୍ତୁଳନ ବନେଇ ରଖିବେ । ପୁରୁଣା ବେମାରୀରୁ ମୁକ୍ତି ମିଳିବ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଭାଗ୍ୟ ସର୍ବଦା ଆପଣଙ୍କ ସପକ୍ଷରେ ରହିବ। ବ୍ୟବସାୟରେ ବିସ୍ତାର କରିବେ। ଚାକିରି ପାଇଁ ଆବେଦନ କରିଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳିଯିବ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି ହେବ। ଆପଣଙ୍କୁ ନିଜ କ୍ରୋଧ ଓ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ।