କିପରି କଟିବ ଆଜି ଆପଣଙ୍କ ଦିନ: ୨୭/୦୯/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଦିନଟି ସୁଖଶାନ୍ତିରେ ଅତିବାହିତ ହେବ। ପ୍ରେମ ଜୀବନରେ ମଧୁରତା ଆସିବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ।ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କଳା ଓ ସଙ୍ଗୀତ ପ୍ରତି ଆପଣଙ୍କର ରୁଚି ବଢିବ। ଆଜି ଆପଣ ଶାରୀରିକ ଓ ମାନସିକ ରୂପରେ ସୁସ୍ଥ ରହିବେ। ଜୀବନସାଥୀଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ। କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ଯଥେଷ୍ଟ ଧ୍ୟାନ ରଖିବାର ଆବଶ୍ୟକତା ରହିଛି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିଛି।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ବ୍ୟବସାୟିକ ମାମଲାରେ ବାହାର ସ୍ଥାନକୁ ଯାତ୍ରା କରି ପାରନ୍ତି। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ପ୍ରେମ ଜୀବନରେ ମଧୁରତା ଆସିବ। ଆପଣଙ୍କୁ ନିଜ ବାଣୀ ଉପର ନିୟନ୍ତ୍ରଣ ରଖିବା ଆବଶ୍ୟକ। କାରବାରରେ ବିସ୍ତାର ପାଇଁ ଆପଣ କଠିନ ପରିଶ୍ରମ କରିବେ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପରିବାର ଲୋକେ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପାରିବାରିକ ମାମଲା ସୁଖମୟ ରହିବ। ଘରେ ଆପଣ କୌଣସି ଧାର୍ମିକ ଅନୁଷ୍ଠାନର ଆୟୋଜନ କରି ପାରନ୍ତି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଗୁରୁଜନଙ୍କ ସହିତ ପରାମର୍ଶ କରନ୍ତୁ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଅଧିକ ଧନ ଉପାର୍ଜନ କରିବା ପାଇଁ ଲାନଙ୍କୁ ଉତ୍ତମ ଅବସର ପ୍ରାପ୍ତ ହେବ। ପ୍ରେମୀ ଯୁଗଳଙ୍କ ମଧ୍ୟରେ ସାମାନ୍ୟ ମତଭେଦ ସୃଷ୍ଟି ହୋଇପାରେ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଆପଣ ଭଲଭାବରେ ବିଚାର କରନ୍ତୁ। ଯଦି ଆପଣଙ୍କର ମନ ଅଶାନ୍ତ ରହିଛି ତାହେଲେ ଆପଣ କିଛି ସମୟ ଏକଲା ଅତିବାହିତ କରନ୍ତୁ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାର ଲୋକଙ୍କ ସହିତ ଆପଣ ବାହାର ସ୍ଥାନକୁ ଯାତ୍ରା କରି ପାରନ୍ତି। ଅନ୍ୟମାନଙ୍କ ସହିତ ବାର୍ତ୍ତାଳାପ ସମୟରେ ଧ୍ୟାନ ରଖନ୍ତୁ। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ଜୀବନସାଥୀଙ୍କ ସହିତ ଉତ୍ତମ ବୁଝାମଣା ରହିବ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଦୈନନ୍ଦିନ କାର୍ଯ୍ୟରେ ଆପଣଙ୍କୁ କିଛି ପରିବର୍ତ୍ତନ କରିବା ଆବଶ୍ୟକ। ଚାକିରି କ୍ଷେତ୍ରରେ ସହକର୍ମୀଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ।