କିପରି କଟିବ ଆଜି ଆପଣଙ୍କ ଦିନ: ୨୯/୦୯/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାର ଲୋକଙ୍କ ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। ପରିବାରରେ ହସଖୁସିର ମାହୋଲ ରହିବ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘର ପାଇଁ କୌଣସି ଜରୁରୀ ବସ୍ତୁ କିଣିବେ। ଜୀବନସାଥୀଙ୍କ ସହିତ ଉତ୍ତମ ବୁଝାମଣା ରହିବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ସଫଳତା ହାସଲ କରିବେ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଜୀବନସାଥୀଙ୍କ ସହିତ ବାହାର ସ୍ଥାନକୁ ଯାତ୍ରା କରି ପାରନ୍ତି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

କର୍କଟ:ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସନ ପୁଣ୍ୟ କାର୍ଯ୍ୟରେ ସମୟ ବିତିବ। ବନ୍ଧୁଙ୍କୁ ସହଯୋଗ କରିବା ପାଇଁ ଆପଣ ଆଗେଇ ଆସିବେ। ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଜୀବନସାଥୀଙ୍କ ସହିତ ଉତ୍ତମ ବୁଝାମଣା ରହିବ। ପାଇବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। କାର୍ଯ୍ୟକ୍ଷେତ୍ରରେ କର୍ମଚାରୀ ଆପଣଙ୍କୁ ସହଯୋଗ କରିବେ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ। ଆପଣଙ୍କୁ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଉପରେ କାର୍ଯ୍ୟ ଚାପ ବଢିପାରେ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ। ବିରୋଧୀ ଆପଣଙ୍କୁ ହଇରାଣ କରିବା ପାଇଁ ପ୍ରୟାସ କରି ପାରନ୍ତି।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପିତାମାତାଙ୍କ ଠାରୁ ଆଶୀର୍ବାଦ ପ୍ରାପ୍ତ ହେବ। ଜୀବନସାଥୀଙ୍କ ସହିତ ସବୁ ରାଗ ଋଷା ଦୂର ହୋଇଯିବ। ବ୍ୟବସାୟରେ ଲାଭବାନ ହେବେ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ ଅଯଥା ବିବାଦରେ ସାମିଲ ହେବା ଉଚିତ ନୁହେଁ। ଆର୍ଥିକ ଲାଭ ପ୍ରାପ୍ତ ହେବାର ସମ୍ଭାବନା ରହିଛି। ବ୍ୟବସାୟିକ ମାମଲାରେ ଆପଣଙ୍କର ଯୋଜନା ସଫଳ ରହିବ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଆପଣଙ୍କର ଆମଦାନୀରେ ବୃଦ୍ଧି ହେବ। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଉଦାର ସ୍ଵଭାବ ଲୋକେ ପସନ୍ଦ କରିବେ। ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବିଦେଶରେ ରହୁଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ।

ମୀନ:ଆଜିର ଦିନଟି ଅନୁକୂଳ ରହିଛି।ଘରର ବିତ୍ତିୟ ସ୍ଥିତି ସୁଦୃଢ ରହିବ। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। କାର୍ଯ୍ୟ ମାମଲାରେ ଆପଣ କୌଣସି ସ୍ଥାନକୁ ଯାତ୍ରା କରି ପାରନ୍ତି। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବେ।